Marknadens största urval
Snabb leverans

Andha Mahumachhi

Om Andha Mahumachhi

ସୌଭାଗ୍ୟ କୁମାର ମିଶ୍ର (୧୯୪୧) ସ୍ୱାଧୀନତା ପରବର୍ତ୍ତୀ ଓଡ଼ିଆ କବିତା କ୍ଷେତ୍ରରେ ଜଣେ ବହୁ ପରିଚିତ ପ୍ରୟୋଗବାଦୀ କବି । ତାଙ୍କ କବିତାରେ ଆଧୁନିକ ସମସ୍ୟାବହୁଳ ସାମାଜିକ ଜୀବନର ଅସହାୟତା, ଆଶଙ୍କା, ଦ୍ୱନ୍ଦ୍ୱ ଓ ସଂଘର୍ଷର ଚିତ୍ର ଉତ୍]କୀର୍ଣ୍ଣ । ରୋମାଣ୍ଟିକ୍]ଧର୍ମୀ, ଭାବପ୍ରବଣତା, ବିଚ୍ଛିନ୍ନତାବୋଧ, ମୃତ୍ୟୁ ସମ୍ପର୍କୀୟ ଦାର୍ଶନିକ ଅବବୋଧ ଓ ଈଶ୍ୱରଚେତନା ତାଙ୍କ କବିତାର ମୁଖ୍ୟସ୍ୱର । ଭାଷା ପ୍ରୟୋଗରେ ପରିମିତତା ଏବଂ ବସ୍ତୁ ଉପସ୍ଥାପନାରେ ନାଟକୀୟତା ତାଙ୍କ କବିତାରେ ପ୍ରାଧାନ୍ୟ ଲାଭ କରିଛି । କବିତାରେ ମିଥ୍], ପ୍ରତୀକ ଓ ଚିତ୍ରକଳ୍ପ ବ୍ୟବହାରରେ ଓ ଅନ୍ୟାନ୍ୟ ଆଙ୍ଗିକଗତ ପରୀକ୍ଷା-ନିରୀକ୍ଷାରେ ସେ ବହୁ ସଫଳତାର ଅଧିକାରୀ । ତାଙ୍କ ପ୍ରକାଶିତ କବିତା ସଂକଳନ ମଧ୍ୟରେ 'ଆତ୍ମନେପଦୀ', 'ମଧ୍ୟପଦଲୋପୀ', 'ନଈ ପହଁରା', 'ଅନ୍ଧ ମହୁମାଛି', 'ବଜ୍ରଯାନ', 'ଦ୍ୱା ସୁପର୍ଣ୍ଣା', 'ମଣିକର୍ଣ୍ଣିକା', 'ଅନ୍ୟତ୍ର', 'ସଚରାଚର', 'ଉଜ୍ଜୟିନୀ' ଆଦି ଉଲ୍ଲେଖଯୋଗ୍ୟ । ସେ 'ଅନ୍ଧ ମହୁମାଛି' ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ, 'ଦ୍ୱା ସୁପର୍ଣ୍ଣା' ପାଇଁ ସାହିତ୍ୟ ଅକାଦେମୀ ଓ ଗଙ୍ଗାଧର ଜାତୀୟ ପୁରସ୍କାର ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପୁରସ୍କାର ଲାଭ କରିଛନ୍ତି ।

Visa mer
  • Språk:
  • Oriya
  • ISBN:
  • 9781645605300
  • Format:
  • Häftad
  • Utgiven:
  • 6. mars 2024
  • Mått:
  • 140x216x8 mm.
  • Vikt:
  • 168 g.
  Fri leverans
Leveranstid: 2-4 veckor
Förväntad leverans: 27. januari 2025
Förlängd ångerrätt till 31. januari 2025
  •  

    Kan ej levereras före jul.
    Köp nu och skriv ut ett presentkort

Beskrivning av Andha Mahumachhi

ସୌଭାଗ୍ୟ କୁମାର ମିଶ୍ର (୧୯୪୧) ସ୍ୱାଧୀନତା ପରବର୍ତ୍ତୀ ଓଡ଼ିଆ କବିତା କ୍ଷେତ୍ରରେ ଜଣେ ବହୁ ପରିଚିତ ପ୍ରୟୋଗବାଦୀ କବି । ତାଙ୍କ କବିତାରେ ଆଧୁନିକ ସମସ୍ୟାବହୁଳ ସାମାଜିକ ଜୀବନର ଅସହାୟତା, ଆଶଙ୍କା, ଦ୍ୱନ୍ଦ୍ୱ ଓ ସଂଘର୍ଷର ଚିତ୍ର ଉତ୍]କୀର୍ଣ୍ଣ । ରୋମାଣ୍ଟିକ୍]ଧର୍ମୀ, ଭାବପ୍ରବଣତା, ବିଚ୍ଛିନ୍ନତାବୋଧ, ମୃତ୍ୟୁ ସମ୍ପର୍କୀୟ ଦାର୍ଶନିକ ଅବବୋଧ ଓ ଈଶ୍ୱରଚେତନା ତାଙ୍କ କବିତାର ମୁଖ୍ୟସ୍ୱର । ଭାଷା ପ୍ରୟୋଗରେ ପରିମିତତା ଏବଂ ବସ୍ତୁ ଉପସ୍ଥାପନାରେ ନାଟକୀୟତା ତାଙ୍କ କବିତାରେ ପ୍ରାଧାନ୍ୟ ଲାଭ କରିଛି । କବିତାରେ ମିଥ୍], ପ୍ରତୀକ ଓ ଚିତ୍ରକଳ୍ପ ବ୍ୟବହାରରେ ଓ ଅନ୍ୟାନ୍ୟ ଆଙ୍ଗିକଗତ ପରୀକ୍ଷା-ନିରୀକ୍ଷାରେ ସେ ବହୁ ସଫଳତାର ଅଧିକାରୀ । ତାଙ୍କ ପ୍ରକାଶିତ କବିତା ସଂକଳନ ମଧ୍ୟରେ 'ଆତ୍ମନେପଦୀ', 'ମଧ୍ୟପଦଲୋପୀ', 'ନଈ ପହଁରା', 'ଅନ୍ଧ ମହୁମାଛି', 'ବଜ୍ରଯାନ', 'ଦ୍ୱା ସୁପର୍ଣ୍ଣା', 'ମଣିକର୍ଣ୍ଣିକା', 'ଅନ୍ୟତ୍ର', 'ସଚରାଚର', 'ଉଜ୍ଜୟିନୀ' ଆଦି ଉଲ୍ଲେଖଯୋଗ୍ୟ । ସେ 'ଅନ୍ଧ ମହୁମାଛି' ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ, 'ଦ୍ୱା ସୁପର୍ଣ୍ଣା' ପାଇଁ ସାହିତ୍ୟ ଅକାଦେମୀ ଓ ଗଙ୍ଗାଧର ଜାତୀୟ ପୁରସ୍କାର ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପୁରସ୍କାର ଲାଭ କରିଛନ୍ତି ।

Användarnas betyg av Andha Mahumachhi



Gör som tusentals andra bokälskare

Prenumerera på vårt nyhetsbrev för att få fantastiska erbjudanden och inspiration för din nästa läsning.