Marknadens största urval
Snabb leverans

Böcker av Mayadhar Sahoo

Filter
Filter
Sortera efterSortera Populära
  • av Mayadhar Sahoo
    266,-

    ବାଇ ପୃଷ୍ଟି ହେଉ ଅବା ମାଳିଅପା, ହରିମାମୁ, ନନ୍ଦିଆ, ଶିରିଆ, ମଧୁଆ, ଭୋଳା, ଦେବୁ ଅବା ଗୋବିନ୍ଦ ଭାରିଯା; ଏଇମାନେ ତ ସବୁ ଆପଣଙ୍କର ଚିହ୍ନା ମଣିଷ, ଆଖପାଖର ଆପଣାର ଲୋକ ଯାହାର ସୁଖଦୁଃଖ, ହସକାନ୍ଦ ଆଉ ଜୀବନ ସଂଗ୍ରାମର ଦୃଷ୍ଟ ଅଦୃଷ୍ଟ ଧାରା ଆପଣଙ୍କ ଜୀବନକୁ ପରିପୁଷ୍ଟ କରିଛି ପାଠକେ!! "ମାଟି'ର ପରିବର୍ଦ୍ଧିତ ସଙ୍କଳନ କେବଳ ମାଟିର କଥା, ସେଇମାନଙ୍କ କଥା, ଆଉ ଆପଣଙ୍କର କେତୋଟି ନିଜକଥା, ଯାହାକୁ ନିଜ ଛାତିର ଦୁଆତରେ କଲମ ବୁଡ଼େଇ ଲେଖିବାର ପ୍ରୟାସ ମାତ୍ର କରିଛନ୍ତି ଲେଖକ ।

Gör som tusentals andra bokälskare

Prenumerera på vårt nyhetsbrev för att få fantastiska erbjudanden och inspiration för din nästa läsning.